ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ

18/10/2019 at 8:56 AM

କଳାହାଣ୍ଡି ୧୮।୧୦: ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା-ଧର୍ମଗଡ଼ ମୁଖ୍ୟ ରାସ୍ତା ଖାଲିଆକାନି ନିକଟରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ଅମୁର୍ଲାପଦର ଦରଲୀପଡା ଗାଁର ଦୁର୍ଜନ ମାଝି ।

ଆଜି ସକାଳେ ସ୍ଥାନୀୟ ଲୋକ ମୃତଦେହ ଦେଖି ପୋଲିସକୁ ସୂଚନା ଦେଇଥିଲେ । ଖବର ପାଇ ଗୋଲାମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts