oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ବଲାଙ୍ଗୀରରେ ବଜ୍ରାଘାତରେ ଜଣଙ୍କର ମୃତ୍ୟୁ

6/10/2019 at 9:02 AM

ବଲାଂଗୀର ୬।୧୦: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ହୋଇଛି । ବଲାଙ୍ଗିରରେ ବଜ୍ରାଘଦାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଦେଓଁଗା ଥାନା ଜାମଝରଣ ଗାଁର ଗୌରାଂଗ ସାହୁ । ସେ ବିଲରେ କାମ କରୁଥିବା ସମୟରେ ବଜ୍ରପାତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଂଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

   Related Posts