ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍ ; ଜଣେ ମୃତ, ଜଣେ ଗୁରୁତର

Published By : Prameya-News7 Bureau | July 10, 2019 IST

ଲମତାପୁଟ ୧୦|୭: ଲମତାପୁଟ ମାଛକୁଣ୍ଡ ଥାନା ଦେଉଳପଡା ଗାଁ ନିକଟରେ ଦୁର୍ଘଟଣା ହୋଇଛି । ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବାଇକ୍ । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ କୌଶଲ୍ୟା କିର୍ଷାନି। ଗୁରୁତର ଧନୁର୍ଯୟ କିର୍ଷାନିଙ୍କୁ କୋରାପୁଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ମାଛକୁଣ୍ଡ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିଛି। ଘଟଣାସ୍ଥରେ ପୋଲିସର ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.