ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • WPLକୁ ମିଳିଲା ପ୍ରଥମ ଚାମ୍ପିଅନ, ଦିଲ୍ଲୀକୁ ୭ ଓ୍ଵିକେଟ୍‌ରେ ହରାଇ ମୁମ୍ବାଇ ଇଣ୍ଡିଆନ୍ସ ଓମେନ ଚାମ୍ପିଅନ
  • ||
  • କାଲିମେଳାରେ ମର୍ମନ୍ତୁଦ ଦୁର୍ଘଟଣା, କାର-ବାଇକ ଧକ୍କା, ୨ ମୃତ
  • ||
  • ସଲମାନ ଖାନ୍ଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତ ଗିରଫ: ମୁମ୍ବାଇ ଓ ରାଜସ୍ଥାନ ପୁଲିସ ମିଳିତ ଚଢ଼ାଉ କରି ଅଭିଯୁକ୍ତ ଧାକଡ଼ ରାମ ବିଷ୍ଣୋଇ(୨୧)କୁ ଗିରଫ କଲା
  • ||
  • ଆଇବିଏ ୱାର୍ଲ୍ଡ ବକ୍ସିଂ ଚାମ୍ପିୟନସିପ୍ ୨୦୨୩: ଭାରତକୁ ୪ ସ୍ୱର୍ଣ୍ଣ, ଲଭଲୀନା ବି ଜିତିଲେ ଗୋଲ୍ଡ, ପୂର୍ବରୁ ସ୍ୱର୍ଣ୍ଣ ଜିତିଥିଲେ ନିଖତ, ନିତୁ, ସ୍ୱିଟି
  • ||
  • ରବିବାର ବିଶ୍ୱ ବକ୍ସିଂ ଚାମ୍ପିୟନ୍‌ସିପ୍‌ରେ ୫୦ କେଜି ମହିଳା ବର୍ଗରେ ପୁଣି ଥରେ ସ୍ୱର୍ଣ୍ଣ ପଦକ ଜିତିଲେ ଭାରତର ଷ୍ଟାର୍ ବକ୍ସର ନିଖତ ଜରିନ
  • ||
  • ରବିବାର ସ୍ୱିଜରଲାଣ୍ଡର ବାସିଲ୍‌ରେ ଖେଳାଯାଉଥିବା ସ୍ୱିସ୍ ଓପନ ୨୦୨୩ର ପୁରୁଷ ଯୁଗଳରେ ଫାଇନାଲ୍‌ରେ ଚୀନକୁ ହରାଇ ଟାଇଟଲ ଜିତିଲେ ଭାରତର ସାତ୍ତ୍ୱିକ ଓ ଚିରାଗଙ୍କ ଯୋଡ଼ୀ
  • ||
  • ଗଞ୍ଜାମ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କପି ବିଜେପି ନେତା ଗିରଫ
  • ||
  • ପୁରୁଷୋତ୍ତମପୁର: ରାଜନୈତିକ ଶତୃତାରୁ ଗୁଳିକାଣ୍ଡ; ଗୁରୁତର ଯୁବକ ମେଡିକାଲ୍‌ରେ ଭର୍ତ୍ତି
  • ||
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||

ଅବକାରୀ ଗୁଇନ୍ଦା ବିଭାଗକୁ ସଫଳତା, ୨୪୦ କିଲୋ ଗଞ୍ଜେଇ ଜବତ

5/02/2023 at 8:25 AM

ବ୍ରହ୍ମପୁର ୦୫।୦୨ : ଅବକାରୀ ଗୁଇନ୍ଦା ବିଭାଗକୁ ସଫଳତା । ଜାତୀୟ ରାଜପଥ ନିକଟରୁ ୨୪୦ କିଲୋ ଗଞ୍ଜେଇ ଜବତ ସହ ଟ୍ରକ୍‌ ଜବତ ହୋଇଛି । ଏହିସହିତ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ ।

ଖବର ଅନୁଯାୟୀ, ଗଜପତି ଜିଲ୍ଲା ମୋହନା ଅଞ୍ଚଳରୁ ଉତ୍ତରପ୍ରଦେଶକୁ ହେଉଥିଲା ଗଞ୍ଜେଇ ଚାଲାଣ । ଏହି ସମୟରେ ଦକ୍ଷିଣାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ପୁକୁଡିବନ୍ଧ ଠାରେ ଚଢାଉ କରିଥିଲା ।  ଏହି ଚଢାଉରେ ୨୪୦ କେଜିର ଗଞ୍ଜେଇ ସହ ଟ୍ରକ ଜବତ ହୋଇଛି । ଏହିସହିତ ଉତ୍ତରପ୍ରଦେଶ ମହମ୍ମଦ ରିଓ୍ୱାଜ୍‌ ନାମକ ଜଣେ ଯୁବକଙ୍କୁ ଗିରଫ କରାଯାଇଛି ।

ତେବେ ଜବତ ହୋଇଥିବା ଗଞ୍ଜେଇ ଓ ଟ୍ରକର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏହି ଘଟଣାରେ ଆଉ କିଏ କିଏ ସାମିଲ ଅଛନ୍ତି । ସେନେଇ ଛାନ୍‌ଭିନ୍‌ ଜାରି ରହିଛି ବୋଲି ସୂଚନା ଦେଲେ ଅବକାରୀ ଗୁଇନ୍ଦା ବିଭାଗ ଦକ୍ଷିଣାଞ୍ଚଳ ଡେ଼ପୁଟି କମିଶନର ଡ଼ମ୍ବୁରୁ ଧର ଖଣ୍ଡା ।

   Related Posts