ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ମେଳଣ ବେଳେ ଗଣ୍ଡଗୋଳ, ଜଣେ ଗୁରୁତର ମେଡିକାଲରେ ଭର୍ତ୍ତି

14/03/2020 at 2:47 PM

ଭଦ୍ରକ ୧୪।୩: ଭଦ୍ରକ ଜିଲ୍ଲା ଧାମନଗର ଗୋବିନ୍ଦପୁର ପଞ୍ଚାୟତ ମଙ୍ଗଳାପଦାରେ ମେଳଣ ବେଳେ ଗଣ୍ଡଗୋଳ ହୋଇଛି । ଗଣ୍ଡଗୋଳରେ ସ୍ଥାନୀୟ ଅଞ୍ଚଳର ମନୋଜ ସାହୁ ଗୁରୁତର ହୋଇଛନ୍ତି । ତାଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ମେଳଣରେ ଟ୍ରାକ୍ଟର ଚଳାଉଥିବାବେଳେ କୌଣସି କଥାକୁ ନେଇ ଗଣ୍ଡଗୋଳ ହୋଇଛି । ଧାମନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଉପରେ ନଜର ରଖିଛି ।

   Related Posts