vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ୟୁକ୍ରେନରେ ଋଷର ଘନଘନ ଆକ୍ରମଣ, ଲୁହାଂସ୍କକୁ କବଜା କଲା ପୁଟିନ ସେନା
  • ||
  • ସେୟାର ବଜାରରେ ଉତ୍ସାହ : ଆରମ୍ଭରୁ ସବୁଜ ରଙ୍ଗରେ ଖୋଲିଲା ସେନସେକ୍ସ ଓ ନିଫ୍ଟି
  • ||
  • ‘ଶିବସେନାକୁ ଶେଷ କରିବାକୁ ଚାହୁଁଚି ବିଜେପି’ : ଗୁରୁତର ଅଭିଯୋଗ ଆଣିଲେ ଉଦ୍ଧବ
  • ||
  • କାହିଁକି ମ୍ୟାଚରେ ପଛେଇଗଲା ଭାରତ ? କାରଣ କହିଲେ ବ୍ୟାଟିଂ କୋଚ୍
  • ||
  • ଭୂମିକମ୍ପରେ ଥରିଲା ଆଣ୍ଡାମାନ-ନିକୋବର, ରିକ୍ଟର ସ୍କେଲରେ ତୀବ୍ରତା ୫.୦
  • ||
  • ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା, ଅଧିକ ଭିଜିବ ଏହି ସବୁ ଜିଲ୍ଲା
  • ||
  • ବୁମରାହଙ୍କ ପଡିଆ ଛାଡିବା ଟିମ୍‌କୁ ପଡିଲା ମହଙ୍ଗା, ଦୁଇଟି ରିଭ୍ୟୁ ବରବାଦ କଲେ ପନ୍ତ
  • ||

ରାଉରକେଲା ମଧୁସୁଦନପଲ୍ଲୀରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ; ଜଣେ ଗୁରୁତର

30/09/2018 at 9:38 AM

ସୁନ୍ଦରଗଡ ୩୦|୯: ସୁନ୍ଦରଗଡ ଜିଲ୍ଲା ରାଉରକେଲା ପ୍ଲାଣ୍ଟ ସାଇଟ୍ ମଧୁସୁଦନପଲ୍ଲୀରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ହୋଇଛି । ସିଲିଣ୍ଡର ବିସ୍ଫୋରଣ ଫଳରେ ଉଡିଯାଇଛି ଆଜବେଷ୍ଟସ ଘର । ବାଦଲ ବେହେରା ଘରେ ରୋଷେଇ କରୁଥିବାବେଳେ ଗ୍ୟାସ୍ ସିଲିଣ୍ଡରର ବିସ୍ଫୋରଣ ହେ।ଇଥିଲା । ବିସ୍ଫେ।ରଣ ଏତେ ପ୍ରଚଣ୍ଡ ଥିଲା ଯେ ଘରର ଆଜବେଷ୍ଟସ ଉଡିଯାଇଥିଲା । ବାଦଲଙ୍କୁ ଗୁରୁତର ଅବସ୍ଥାରେ ଆଇଜିଏଚରେ ଭର୍ତ୍ତି କରାଯାଇଥିଲା। ବାଦଲଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ରହିଛି । ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।

   Related Posts