ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବୁଲେଟପ୍ରୁଫ୍‌ କଣ୍ଟେନରରେ ରାଲିରେ ପହଞ୍ଚି ସମ୍ବୋଧନ କଲେ ଇମରାନ୍‌, ଆତଙ୍କୀ ଆକ୍ରମଣ ନେଇ ରହିଥିଲା ଚେତାବନୀ
  • ||
  • ଇସ୍ରୋକୁ ବଡ଼ ସଫଳତା, ସଫଳତାପୂର୍ବକ ଲଞ୍ଚ କଲା ଓ୍ବାନଓ୍ବେବର ୩୬ ଉପଗ୍ରହ
  • ||
  • ରାଜଧାନୀରେ ପୁଣି ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଅପରାଧି ଜିତୁ ଆହତ
  • ||
  • ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପୁଟିନ୍‌ଙ୍କ ବଡ଼ ଘୋଷଣା, କହିଲେ-ବେଲାରୁସ୍‌ରେ ପରମାଣୁ ହତିଆର ନିୟୋଜିତ କରିବ ରୁଷ
  • ||
  • ଭୂମିକମ୍ପ ଝଟକା ଥରିଲା ରାଜସ୍ଥାନ, ବିକାନୋର ଠାରୁ ୫୧୬ କିମି ଦୂରରେ କେନ୍ଦ୍ରସ୍ଥଳ
  • ||

ଦହି ହାଣ୍ଡି ଭାଙ୍ଗିବା ବେଳେ ଅଘଟଣ, ତଳକୁ ଖସି ଜଣେ ବ୍ୟକ୍ତି ଆହତ

8/03/2023 at 5:30 PM

ଦେବଗଡ ୮।୩: ହୋଲି ଉତ୍ସବ ପାଳନ ବେଳେ ଦହିହାଣ୍ଡି ଭାଙ୍ଗିବା ସମୟରେ ଅଘଟଣ ଘଟିଛି । ଦହିହାଣ୍ଡି ଭାଙ୍ଗିବାକୁ ଉପରକୁ ଚଢୁଥିବା ବେଳେ ଖସିପଡି ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି ଦେବଗଡ ଜିଲ୍ଲା ରିଆମାଳ ବ୍ଲକ ଅନ୍ତର୍ଗତ ରେଙ୍ଗାଳବେଡା ଗ୍ରାମରେ । ଆହତ ବ୍ୟକ୍ତି ଜଣକ ହେଲେ ରେଙ୍ଗାଳବେଡା ଗ୍ରାମର ୪୦ବର୍ଷ ବୟସ୍କ ଚିନ୍ତାମଣୀ ପ୍ରଧାନ ।  ଆହତ ଚିନ୍ତାମଣୀଙ୍କୁ ପରିବାର ଲୋକ ଆଣି ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ଦେବଗଡ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଆହତ ଚିନ୍ତାମଣୀଙ୍କୁ ସର୍ଜରୀ ୱାର୍ଡରେ ଭର୍ତ୍ତି କରାଯାଇ ଅଧିକ ଚିକିତ୍ସା କରାଯାଉଛି  ।

   Related Posts