oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ଭଞ୍ଜନଗର ନିର୍ବାଚନମଣ୍ଡଳିରେ ରାଜନୈତିକ ହିଂସା, ହାଣିଦେଲେ ବିଧାୟକ ପ୍ରାର୍ଥୀଙ୍କ ସମ୍ପର୍କୀୟଙ୍କ ମୁଣ୍ଡକୁ

11/04/2019 at 11:28 AM

ଭଞ୍ଜନଗର୧୧|୪: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ତୁରୁମୁ ଗ୍ରାମରେ ଗତ ରାତିରେ ଘଟିଛି ଏକ ରାଜନୈତିକ ହିଂସା କାଣ୍ଡ ।ବିଜେଡି ଏବଂ ବିଜେପି ଦୁଇ ଗୋଷ୍ଠୀ ମଧ୍ୟରେ ଗତକାଲି ପ୍ରଥମେ ଗାଳି ଗୁଲଜ ହୋଇଥିଲା । ତାପରେ ହୋଇଥିଲା ମୁହାଁ ମୁହିଁ ପରିସ୍ଥିତି ।ବିଜେପିର ବିଧାୟକ ପାର୍ଥୀ  ପ୍ରଦ୍ୟୁମ୍ନ ନାୟକଙ୍କ ସମ୍ପର୍କୀୟ ଭଣ ଜାକୁ ଧାରୁଆ ଅସ୍ତ୍ରରେ ମୁଣ୍ଡକୁ ଆକ୍ରମଣ ହୋଇଥିଲା ।

ଆହତ ଅବସ୍ଥାରେ ତାଙ୍କୁ ପ୍ରଥମେ ଭଞ୍ଜନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା।ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଆହତ ଙ୍କ ନା ଅଜିତ ପ୍ରଧାନ ଵୋଲି ଜଣାପଡିଛି । ଭଞ୍ଜନଗର ପୋଲିସ ଘଟଣାର ତଦନ୍ତ କରୁଛି।

   Related Posts