vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

କରଞ୍ଜିଆରେ ହାତୀ ଆକ୍ରମଣରେ ଜଣେ ମୃତ

20/08/2018 at 11:42 PM

ମୟୁରଭଞ୍ଜ ୨୧/୮ : ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଡୁମୁରିଆ ଗାଁର ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଡୁମୁରିଆ ଗାଁର ରବୀନ୍ଦ୍ର ମହାନ୍ତ । ଆଜି ଭୋର ୫ଟାରେ ସେ ଘରୁ ବାହାରକୁ ଯାଉଥିବାବେଳେ ହାତୀ ତାଙ୍କୁ ଆକ୍ରମଣ କରିଥିଲା ।ପୁଲିସ ଆସି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ କରଞ୍ଜିଆ ମେଡିକାଲକୁ ପଠାଇଛି ।

   Related Posts