oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୭ କୋଭିଡ୍ ପଜିଟିଭ୍
  • ||
  • ନବରାତ୍ରର ଦ୍ନିତୀୟ ଦିନ, ବ୍ରହ୍ମଚାରିଣୀ ରୂପେ ଦର୍ଶନ ଦେଉଛନ୍ତି ମାଆ ଜଗଦମ୍ୱା
  • ||
  • ରାଉରକେଲା : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା, ଶ୍ୱଶୁର ଘରୁ ମିଳିଲା ଝୁଲନ୍ତା ମୃତଦେହ
  • ||
  • ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ, ବର୍ଷାରେ ଭିଜିବ ଦଶହରା
  • ||

ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଭ୍ୟାନ୍ : ଜଣେ ମୃତ, ୨ ଶିଶୁ ସମେତ ୮ ଗୁରୁତର

19/10/2021 at 11:48 AM

ଗଜପତି ୧୯।୧୦: ଭ୍ୟାନ୍ ଓଲଟି ଜଣଙ୍କର ମୃତ୍ୟୁ । ୨ ଶିଶୁ ସମେତ ୮ ଜଣ ଗୁରୁତର ହୋଇଛନ୍ତି । ଗଜପତି ଜିଲ୍ଲା ନୂଆଗଡ ବ୍ଲକ୍ ଗୁଆର ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା ।

ସୂଚନାଯୋଗ୍ୟ ଯେ, ଗଜପତି ଜିଲ୍ଲା ରେବିଡି ଗାଁରୁ ନୂଆଗଡ ଆସୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡରେ ଓଲଟି ପଡିଥିଲା ଭ୍ୟାନ୍ । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଶିଶୁ ସମେତ ୮ ଜଣ ଗୁରୁତର ହୋଇଛନ୍ତି । ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ପ୍ରଥମେ ଖଜୁରୀପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ପରେ ଗୁରୁତରଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ମୃତକ ହେଉଛନ୍ତି ରେବିଡି ଗାଁର ୧୯ ବର୍ଷ ବୟସ୍କା ଦିଲେସ୍ମି ରଇତ ।

   Related Posts