oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଟ୍ରକ୍ ଧକ୍କାରେ ଜଣେ ମୃତ, ୩ ଗୁରୁତର

4/01/2022 at 4:34 PM

କରଞ୍ଜିଆ ୪।୧: କରଞ୍ଜିଆ ୨୨୦ ନଂ ଜାତୀୟ ରାଜପଥ ମହାର୍ଦ୍ଦାପଳସା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ଦୁର୍ଘଟଣା ଘଟାଇ ଟ୍ରକଟି ଫେରାର ହୋଇଯାଇଛି । ବିଳମ୍ବରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚିବାରୁ ଉତ୍ତ୍ୟକ୍ତ ଲୋକଙ୍କ ପକ୍ଷରୁ ୨୨୦ନଂ ଜାତୀୟ ରାଜପଥ ଅବରୋଧ କରାଯାଇଛି । ଦୁଇ ଗୁରୁତରଙ୍କୁ ଯଶୀପୁର ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts