ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ମର୍ମନ୍ତୁଦ ଦୁର୍ଘଟଣା : କାର୍ ଧକ୍କାରେ ବାଇକ୍ ଚାଳକଙ୍କ ମୃତ୍ୟୁ

21/12/2021 at 6:06 PM

ଟାଙ୍ଗୀ ୨୧।୧୨: ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ନିକଟସ୍ଥ ଚଣ୍ଡେଶ୍ବର ଛକରେ ଘଟିଛି ଦୁର୍ଘଟଣା । କାର୍ ଧକ୍କାରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି । ବାଇକ ଏବଂ କାର୍ ଉଭୟଙ୍କ ବେପାରୁଆ ଗାଡି ଚାଳନା ଯୋଗୁଁ ଘଟିଛି ଏହି ଦୁର୍ଘଟଣା । ମୃତକ ଜଣଙ୍କର ପରିଚୟ ମିଳିନାହିଁ । ଆହତ ଜଣଙ୍କ ହେଉଛନ୍ତି ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ ମୟୁରଝୁଲିଆ ଗ୍ରାମର । ଟାଙ୍ଗୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ଟାଙ୍ଗୀ ମେଡିକାରୁ ଭୁବନେଶ୍ବର ସ୍ଥାନାନ୍ତରିତ କରାଯାଇଛି ।

   Related Posts