suno sunao
suno sunao
suno sunao
suno sunao
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ସୋଆର ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ପି.କେ. ନନ୍ଦ
  • ||
  • ଦୁବାଇ ଫେରନ୍ତା ଫେଡେଏକ୍ସ ବିମାନରେ ପକ୍ଷୀମାଡ଼ ହେବା ପରେ ଦିଲ୍ଲୀ ବିମାନବନ୍ଦରରେ ଏମାର୍ଜେନ୍ସି ଘୋଷଣା
  • ||
  • ଭାରତ ଯୋଡ଼ୋ ଯାତ୍ରାରେ RSSରୁ ଏକ ବିଂଶ ଶତାବ୍ଦୀର କୌରବ ବୋଲି କହିଥିବାରୁ ରାହୁଲ ଗାନ୍ଧୀଙ୍କ ବିରୋଧରେ ଆଉ ଏକ ମାନହାନୀ ମାମଲା ରୁଜୁ, ଏପ୍ରିଲ ୧୨ରେ ଶୁଣାଣି
  • ||
  • ହାଇଦ୍ରାବାଦରେ ରାମନବମୀ ରାଲିରେ ବିବାଦୀୟ ବୟାନ ଅଭିଯୋଗରେ ନିଲମ୍ବିତ ବିଜେପି ବିଧାୟକ ଟି.ରାଜା ସିଂହଙ୍କ ବିରୋଧରେ ମାମଲା ରୁଜୁ
  • ||
  • ସମ୍ବଲପୁର : ବିଶାଳଖିଣ୍ଡା କେନାଲରେ ଗାଡି ଓଲଟି ୭ଜଣଙ୍କ ମୃତ୍ୟୁ : ଘଟଣାସ୍ଥଳରେ ଏକ୍ସପର୍ଟ ଟିମ୍‌ର ତଦନ୍ତ
  • ||
  • ଭୁବନେଶ୍ବର : ପ୍ଲାଷ୍ଟିକ୍ ବ୍ୟବହାର ନେଇ ୟୁନିଟ୍ ୧ ମାର୍କେଟ୍‌ରେ ବିଏମ୍‌ସି ଚଢଉ, ୩ଟି ହୋଲସେଲ୍ ଦୋକାନ ସିଲ୍
  • ||
  • ଟାଙ୍ଗୀ : ଟ୍ୟୁସନ୍ କରିବାକୁ ଯାଇ ୪ ମାସର ଗର୍ଭବତୀ ୧୨ ବର୍ଷର ନାବାଳିକା ! ଅଭିଯୁକ୍ତ ଅଟକ
  • ||
  • ବାଙ୍କୀ : ପଶ୍ଚିମା ଝଡ ପ୍ରଭାବ : ଭୁଶୁଡ଼ିଲା ବାଙ୍କୀ ସ୍ଵୟଂ ଶାସିତ ମହାବିଦ୍ୟାଳୟର ନବନିର୍ମିତ ଦର୍ଶକ ଗ୍ୟାଲେରୀ
  • ||
  • ଭୁବନେଶ୍ବର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆକୁ ଗଡିବ
  • ||
  • ଭୁବନେଶ୍ବର : ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
  • ||

ରାତିରେ ଡ୍ୟୁଟି କରୁଥିଲେ ହୋମଗାର୍ଡ, ଟ୍ରକ ଧକ୍କାରେ ଚାଲିଗଲା ଜୀବନ

16/02/2023 at 7:47 AM

ଆନନ୍ଦପୁର ୧୬।୦୨ : ଟ୍ରକ ଧକ୍କାରେ ହୋମଗାର୍ଡ ମୃତ । କେନ୍ଦୁଝର ଜିଲ୍ଲା ଦେଓଗାଁ ବଜାରରେ ଘଟିଛି ଏହି ଦୁର୍ଘଟଣା । ମୃତକ ହୋମଗାର୍ଡଙ୍କ ନାମ ସୁରେଶ କୁମାର ରାଉତ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଦେଓଗାଁ ବଜାରରେ ରାତି ଡ୍ୟୁଟି କରୁଥିଲେ  ହୋମଗାର୍ଡ ସୁରେଶ କୁମାର ରାଉତ । ଏହି ସମୟରେ ଏକ ଟ୍ରକ ଆସି ହୋମଗାର୍ଡଙ୍କୁ ଜୋରଦାର ଧକ୍କା ଦେଇଥିଲା । ଯାହାଫଳରେ ଘଟଣାସ୍ଥଳରେ ହୋମଗାର୍ଡଙ୍କ ମୃତ୍ୟୁ ହୋଇଥିଲା ।

ସେପଟେ ଦୁର୍ଘଟଣା ପରେ ଟ୍ରକଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ମୃତକ ହୋମଗାର୍ଡ ତରିମୂଳ ଗାଁର ସୁରେଶ କୁମାର ରାଉତ ବୋଲି ଜଣାପଡିଛି । ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts