oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ନବ ନିର୍ମିତ ପୋଲରେ ପିଟିହେଲା ବାଇକ୍, ଚାଲିଗଲା ଆରୋହୀଙ୍କ ଜୀବନ

28/03/2022 at 8:26 AM

ବାସୁଦେବପୁର ୨୮।୦୩: ଭଦ୍ରକ ଜିଲ୍ଲା ବାସୁଦେବପୁର ଜାମୁଝାଡି ରାସ୍ତାର ପଟାପୋଲ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ନବ ନିର୍ମିତ ପୋଲରେ ପିଟିହେଲା ବାଇକ୍ । ବାଇକରେ ଯାଉଥିବା ଯୁବକ ମୃତ । ମୃତ ଯୁବକ ବାସୁଦେବପୁର ବାଷଠି ଗାଁର ନବକିଶୋର ବେହେରାଙ୍କ ପୁଅ ବିପିନ୍ ବେହେରା।

ଖବର ଅନୁଯାୟୀ, ବିପିନ୍ ନିଜ ବାଇକରେ ବାସୁଦେବପୁର ଅଭିମୁଖେ ଆସୁଥିବା ବେଳେ ପଟାପୋଲ ନିକଟରେ ନବନିର୍ମିତ ପୋଲରେ ପିଟିହୋଇଯାଇଥିଲା ବାଇକ୍ । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଘଟଣାସ୍ଥଳରେ ହିଁ ବିପିନଙ୍କ ଜୀବନ ଚାଲି ଯାଇଥିଲା ।  ତେବେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି ।

   Related Posts