scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ଶୋଇଥିବା ବେଳେ ହତ୍ୟା ! ଘରୁ ମିଳିଲା ଯୁବକଙ୍କ ମୃତଦେହ

15/10/2022 at 1:31 PM

ବ୍ରହ୍ମପୁର ୧୫।୧୦ : ଘର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର । ବ୍ରହ୍ମପୁର ଶୀତଳାପଲ୍ଲୀର ଏକ ଘର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ପ୍ରଦୀପ ନାୟକ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ହତ୍ୟା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଗୋପାଳପୁର ପୋଲିସ ପହଞ୍ଚି ତଦନ୍ତ କରୁଛି । ପୋଲିସ ତଦନ୍ତ ପରେ ମୃତ୍ୟୁର କାରଣ ଜଣାପଡିବ ।

   Related Posts