oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୪୬ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ଭିଜିବ ପାର୍ବଣ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ସାନଖେମୁଣ୍ଡି: ପାଟପୁର ଥାନାରେ ୧୩୨୫ କିଲୋର ଜବତ ଗଞ୍ଜେଇ ପୋଡିଲା ପୋଲିସ
  • ||
  • UNSCରେ ରୁଷ୍‌ ବିରୋଧରେ ନିନ୍ଦା ପ୍ରସ୍ତାବ ଆଣିଥିଲା ଆମେରିକା, ଭୋଟିଂରୁ ବିରତ ରହିଲା ଭାରତ
  • ||
  • ସାରା ଦେଶରେ ଆରମ୍ଭ ହେଲା 5G ଯୁଗ, ୧୩ ସହରରେ ମିଳିବ ସେବା
  • ||

ଲିଫ୍ଟରୁ ପଡି ବୃଦ୍ଧ ମୃତ, ମେଣ୍ଟେନାନ୍ସ ବିରୁଦ୍ଧରେ ଅଭିଯୋଗ ଆଣିଲେ ସ୍ଥାନୀୟ ବାସିନ୍ଦା

18/01/2022 at 1:56 PM

ଭୁବନେଶ୍ୱର ୧୮।୦୧: ଲିଫ୍ଟରୁ ପଡି ବୃଦ୍ଧଙ୍କ ମୃତ୍ୟୁ । ଭୁବନେଶ୍ୱର ଉପକଣ୍ଠ ସୁନ୍ଦରପଦା ରାସ୍ତାରେ ଥିବା ହାଇଟେକ୍‌ ପ୍ଲାଜାର ଲିଫ୍ଟରୁ ପଡି ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ନାମ ସୀମାଞ୍ଚଳ ମହାପାତ୍ର ବୋଲି ଜଣାପଡିଛି ।

ସେପଟେ ହାଇଟେକ୍ ମେଣ୍ଟେନାନ୍ସ ବିରୁଦ୍ଧରେ ଅଭିଯୋଗ ଆଣିଲେ ସ୍ଥାନୀୟ ବାସିନ୍ଦା । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି । ମୃତ ସୀମାଞ୍ଚଳ ମହାପାତ୍ରଙ୍କ ଘର ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ସେ ହାଇଟେକ ପ୍ଲାଜାରେ ଘର କିଣି ଦୀର୍ଘ ଦିନ ଧରି ରହି ଆସୁଥିଲେ ।

   Related Posts