oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଶାଶୂ ଘର ଛାଡିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ୩୦ ସୁଦ୍ଧା ଘର ଛାଡିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୩୧ କୋଭିଡ୍ ପଜିଟିଭ୍
  • ||
  • ମୁମ୍ଵାଇ : ଠକେଇର ଶିକାର ହେଲେ ଅନ୍ନୁ କପୁର, KYC ଅପଡେଟ୍ ବାହାନାରେ ଲୁଟି ନେଲେ ୪.୩୬ ଲକ୍ଷ ଟଙ୍କା
  • ||
  • ଲମତାପୁଟ : ରାଜ୍ୟ ବାହାରକୁ ହେଉଥିଲା ଚାଲାଣ, ଚେକିଂ ବେଳେ କାର୍‌ରୁ ବାହାରିଲା ୧୦ଲକ୍ଷ ଟଙ୍କାର ଗଞ୍ଜେଇ
  • ||
  • ଭୁବନେଶ୍ୱର : ରାଜଧାନୀର ବିଭିନ୍ନ ବାର୍‌ରେ ରେଡ୍‌, କଟକଣା ପରେ ବି ମାନୁନଥିଲେ ମାଲିକ
  • ||
  • ଇଣ୍ଡୋନେସିଆ : ରକ୍ତ ରଞ୍ଜିତ ହେଲା ଖେଳ ପଡ଼ିଆ; ଫୁଟବଲ ମ୍ୟାଚ୍ ଚାଲିଥିବା ବେଳେ ଦଙ୍ଗା, ୧୨୭ ମୃତ, ଏକାଧିକ ଆହତ
  • ||

ବିବାହ ଭୋଜି ଖାଉଥିବା ବେଳେ ଘରେ ପଶିଗଲା ଚଳନ୍ତା କାର୍, ଚାଲିଗଲା ଜଣଙ୍କ ଜୀବନ

17/02/2021 at 9:55 AM

ବାଲିଗୁଡା ୧୭।୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଲଣ୍ଡା ଗାଁ ଘଟିଛି ଦୁର୍ଘଟଣା । ଘରେ ଭିତରେ ପଶିଗଲା ଚଳନ୍ତା କାର୍ । ଜଣଙ୍କ ଉପରେ କାର୍ ମାଡିଯିବାରୁ ତାଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ମାର୍କଣ୍ଡ ଦଣ୍ଡିଆ ।

ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଲଣ୍ଡା ଗାଁର ଟିକିଲାଲ ରଣାଙ୍କ ଘରେ ବିବାହ ଭୋଜି ଖାଉଥିବା ବେଳେ ଦୁର୍ଘଟଣା ଘଟିଛି । ହଠାତ୍ ଦ୍ରୁତ ଗତିରେ ଆସି କାରଟି ଘର ଭିତରେ ପଶିଯିବାରୁ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ମାର୍କଣ୍ଡକୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ କଣ୍ଟାମାଳ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

   Related Posts