ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ମହିଳା ଉଦ୍ୟୋଗୀଙ୍କ ପାଇଁ ହେବ ଶିଳ୍ପ ପାର୍କ, ମେକ୍‌ ଇନ୍‌ ଓଡିଶା କନ୍‌କ୍ଲେଭ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
  • ||
  • ଭୁବନେଶ୍ୱର: ଇଡିରେ ହାଜର ହେଲେ ଶିବ ପ୍ରସାଦ, ଅର୍ଚ୍ଚନାଙ୍କ ସହ ଟଙ୍କା କାରବାର ନେଇ ଦ୍ୱିତୀୟ ଥର ହାଜିରା
  • ||
  • କୋଣାର୍କ: ଦର୍ଶକଙ୍କ ମନ ମୋହୁଛି ମହୋତ୍ସବ, ଦ୍ୱିତୀୟ ସଂଧ୍ୟାରେ ଦର୍ଶକଙ୍କୁ ଆକର୍ଷିତ କଲା ମଣିପୁରୀ ନୃତ୍ୟ
  • ||
  • ଉମରକୋଟ : ଗଛକୁ ପିଟିଲା କାର୍‌ , ତିନି ମୃତ, ଦୁଇ ଗୁରୁତର
  • ||

ସାଇକେଲ୍‌ ଆରୋହୀକୁ ବଞ୍ଚାଇବାକୁ ଯାଇ ଡିଭାଇଡ଼ରେ ପିଟିହେଲା ବାଇକ୍‌, ଚାଲିଗଲା ଚାଳକଙ୍କ ଜୀବନ

2/10/2021 at 12:12 PM

କଟକ ୦୨।୧୦: କଟକ ଗଡ଼ଗଡ଼ିଆ ଘାଟ ନିକଟରେ ଏହି ଦୁର୍ଘଟଣା । ସାଇକେଲ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ବାଇକ ଆରୋହୀଙ୍କ ମୃତ୍ୟୁ । ମୃତକ ଜଣକ ହେଲେ ମାହାଙ୍ଗାର ଭାନୁ ଵେହେରା । ଅନ୍ୟ ଜଣେ ଗୁରୁତରଙ୍କୁ ଏସ୍‌ସିବି ସ୍ଥାନାନ୍ତର କରାଯାଇଛି ।

ଖବର ଅନୁଯାୟୀ,  କଟକ ଗଡ଼ଗଡିଆ ଘାଟି ନିକଟରେ ଏକ ଦୁର୍ଘଟଣା ଘଟିଛି । ସାଇକେଲ ଚାଳକଙ୍କୁ ବଞ୍ଚାଇବାକୁ ଯାଇ ବାଇକଟି ଭାରସାମ୍ୟ ହରାଇଥିଲା । ଏହାଫଳରେ ବାଇକ୍‌ଟି  ପଡିଯାଇ ରୋଡ଼ କଡ଼ରେ ଥିବା ଡିଭାଇଡ଼ରେ ମୁଣ୍ଡ ମାଡ ହୋଇଗଲା । ଯାହାଫଳରେ ଘଟଣାସ୍ଥଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଯାଇଛି । ସେହିପରି ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ବ୍ୟକ୍ତିଙ୍କୁ ଉଦ୍ଧାର କରି ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts