vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ଯୁବକଙ୍କୁ କଚାଡି ମାରିଲା ହାତୀ, ମୃତ୍ୟୁର ଦିନକ ପରେ ଠାବ ହେଲା ମୃତଦେହ

22/05/2022 at 2:49 PM

ଢେଙ୍କାନାଳ ୨୨।୦୫:  ଯୁବକଙ୍କୁ କଚାଡି ମାରିଲା ହାତୀ । ମୃତକ ହେଲେ ହିନ୍ଦୋଳ ଉପଖଣ୍ଡର ରାସୋଳ ଥାନା ଚିତଲପୁରର ନାଭ ପ୍ରଧାନ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳର ବୁହାଳିପାଳ ନିକଟରେ ଘଟିଛି ଏହି ଘଟଣା ।

ଖବର ଅନୁଯାୟୀ, ନାଭ ଶନିବାରଠାରୁ  ଘରୁ ସାଇକେଲ ଯୋଗେ ବାହାରି ବନ୍ଧୁ ଘରକୁ ଯାଉଥିଲେ। ମାତ୍ର ଆଉ ଘରକୁ ଫେରିନଥିଲେ । ବାଟରେ ସେ ହାତୀ ହାବୁଡରେ ପଡି ଯିବାରୁ ହାତୀ ତାଙ୍କୁ କଚାଡି ମାରି ଦେଇଥିଲା । ମୃତ୍ୟୁର ଦିନକ ପରେ ମୃତଦେହ ଠାବ ହୋଇଛି । ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛନ୍ତି।

   Related Posts