Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ହାଇଓ୍ବା ଓ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମହିଳା ମୃତ

11/03/2023 at 5:49 PM

ନିମାପଡା ୧୧।୩: ନିମାପଡା ଡେଲଟା ଛକ ନିକଟରେ ହାଇଓ୍ବା ଓ ବାଇକ୍ ମୁହାଁମୁହିଁ ଧକ୍କା । ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ପ୍ରାରମ୍ଭିକ ସୂଚନା ଅନୁଯାୟୀ ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ବୀର ରାମଚନ୍ଦ୍ରପୁର ମହିଳା ସରପଞ୍ଚ ଦୀପା ବେହେରା କୌଣସି କାମରେ ସମ୍ପର୍କୀୟଙ୍କ ସହ ନିମାପଡା ଆସିଥିଲେ । କାମ ସାରି ଫେରୁଥିବା ବେଳେ ବୁଲେଟ ମଟର ସାଇକେଲ ସହ ହାଇଓ୍ବା ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଦୀପା ବେହେରା ରାସ୍ତା ଉପରେ ପଡିଯାଇଥିଲେ ଏବଂ ତାଙ୍କ ମୁଣ୍ଡ ଉପରେ ଚକ ଚଢିଯାଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ନିମାପଡା ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ହାଇଓ୍ବା ଡ୍ରାଇଭର ଫେରାର ହୋଇଯାଇଛି ।

   Related Posts