ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ପଡୋଶୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ରାସ୍ତାକୁ ନେଇ ବିବାଦ ଥିଲା

18/12/2021 at 2:21 PM

ଢେଙ୍କାନାଳ ୧୮।୧୨: ଢେଙ୍କାନାଳ ସଦର ଥାନା ତରଭା ଗ୍ରାମରେ ସଂଘବଦ୍ଧ  ଆକ୍ରମଣ । ସଂଘବଦ୍ଧ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ତରଭା ଗ୍ରାମର ଜଗନ୍ନାଥ ନାୟକ ।

ସୂଚନାଯୋଗ୍ୟ ଯେ, ଢେଙ୍କାନାଳ ସଦର ଥାନା ତରଭା ଗ୍ରାମରେ ଘର ପାଖ ରାସ୍ତାକୁ ନେଇ ବିବାଦରୁ ପଡ଼ୋଶୀ ସଂଘବଦ୍ଧ ଆକ୍ରମଣ । ଶୁକ୍ରବାର ରାତିରେ ସଂଘବଦ୍ଧ ଆକ୍ରମଣରେ ଜଗନ୍ନାଥ ଗୁରୁତର ହୋଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସା ହେବା ପରେ ଜଗନ୍ନାଥ ଘରକୁ ଯାଇଥିଲେ । ଶନିବାର ଘରେ ତାଙ୍କର ମୃତ୍ୟୁ ଘଟିଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

   Related Posts