ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ଡାକ୍ତରଙ୍କ ଅବହେଳାରୁ ଚାଲିଗଲା ଜୀବନ ! ପରିବାର ପକ୍ଷରୁ ଥାନାରେ ଅଭିଯୋଗ

19/10/2022 at 12:00 PM

ଯାଜପୁର ୧୯।୧୦ : ଡାକ୍ତରଙ୍କ ଅବହେଳା ପାଇଁ ରୋଗୀ ମୃତ୍ୟୁ ଅଭିଯୋଗ । ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏପରି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ପରିବାର ପକ୍ଷରୁ ବିଞ୍ଝାରପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି ।

ଖବର ଅନୁଯାୟୀ, ଯାଜପୁର ମୁଖ୍ୟ ଚିକିତ୍ସାଳୟରେ  ବିଂଝାରପୁର ଅଂଚଳର ରୋଗୀ ରବିନାରାୟଣ ଜେନା  ୧୭ ତାରିଖ  ବିଳମ୍ବିତ ରାତିରେ ଭର୍ତ୍ତି ହୋଇଥିଲେ।  ତେବେ ରୋଗୀ ଝାଡାବାନ୍ତି ହେଉଥିବାରୁ ତାଙ୍କୁ ଆଡମିଶନ କରାଯାଇଥିଲା। ସେଠାରେ  ଗୋଟିଏ ଇଂଜେକସନ ଦେବା ପରେ ଦାୟିତ୍ବରେ ଥିବା ଡାକ୍ତର ତାଙ୍କୁ ଘରକୁ ନେଇଯିବାକୁ କହି ବିଦା କରି ଦେଇଥିଲେ। ତେବେ ରୋଗୀ ଘରକୁ ଯିବା ବାଟରେ ହିଁ  ଗୁରୁତର ହେବାରୁ ପରିବାର ପକ୍ଷରୁ ପୁଣିଥରେ ଚିକିତ୍ସାଳୟକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଡାକ୍ତରଙ୍କ ଅବହେଳା ପାଇଁ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ବିଂଝାରପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଏହି ଘଟଣା ମେଡିକାଲ ପ୍ରଶାସନର ପ୍ରତିକ୍ରିୟା ମିଳିପାରିନାହିଁ ।

   Related Posts