oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ବାହାଘର ଭୋଜି ଖାଇ ଫେରୁଥିଲେ, ମିନିଟ୍ରକକୁ ଧକ୍କା ଦେଲା ଇନୋଭା : ଜଣେ ମୃତ, ୪ ଗୁରୁତର

11/02/2021 at 10:20 AM

ନୂଆପଡା ୧୧।୦୨ : ମିନିଟ୍ରକକୁ ପିଟିଲା ଇନୋଭା କାର୍‌ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି ।

ଖବର ଅନୁଯାୟୀ, ନୂଆପଡ଼ା ଦେଇ ଯାଇଥିବା ଜାତୀୟ ରାଜପଥ ୩୫୩ ଖଡିଆଳ ଥାନା ବଡ଼ ମହେଶ୍ୱର ନିକଟରେ ଦୁର୍ଘଟଣା ଘଟିଛି । ବୁଧବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ବାହାଘର ଭୋଜି ଖାଇ ଫେରୁଥିବା ବେଳେ ମିନିଟ୍ରକୁ ପିଟିଛି ଇନୋଭା । ଯାହାଫଳରେ କି ଗାଡ଼ିରେ ଥିବା ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି ।

ସମସ୍ତ ଗୁରୁତରଙ୍କ ଘଟଣାସ୍ଥଳରୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଜଣଙ୍କୁ ବୁର୍ଲା ଓ ୨ଜଣଙ୍କୁ ରାୟପୁର ସ୍ଥାନାନ୍ତରିତ କରାଯାଇଛି । ଅନ୍ୟ ଜଣେ ନୂଆପଡ଼଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ହସ୍ତଗତ ହୋଇନାହିଁ ।

   Related Posts