vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ମୁକୁଳା ଡ୍ରେନ୍‌ରେ ପଡିଛି ମୃତଦେହ, ହତ୍ୟାର କାରଣ ଖୋଜୁଛି ପୋଲିସ

18/05/2022 at 11:36 AM

ପୁରୀ ୧୮।୦୫: ମୁକୁଳା ଡ୍ରେନରେ ପଡିଛି ମୃତଦେହ। ପୁରୀ ବଡ଼ଦାଣ୍ଡ ମାର୍କେଟ ଛକ ନିକଟ ନାଳରେ ମୃତଦେହ ପଡି ରହିଛି । ମୃତକ ଜଣେ ରିକ୍ସା ଚାଳକ। ସେ ଚନ୍ଦନପୁର ଅଂଚଳର ଗେଡା ସାହୁ। ।

ତେବେ ନାଳରେ ପଡି ସେ ମୃତ୍ୟୁବରଣ କରିଛନ୍ତି ନା ତାଙ୍କୁ କିଏ ମାରି ଡ୍ରେନରେ ପକାଇଦେଇଛି । ସେନେଇ ସନ୍ଦେହ ସୃଷ୍ଟି ହେଉଛି। ବଡଦାଣ୍ଡରେ ମୁକୁଳା ଡ୍ରେନ ଥିବାରୁ ଏଭଳି ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ କୁମ୍ଭାରପଡା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

   Related Posts