ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

୧୬ ନଂ ଜାତୀୟ ରାଜପଥରେ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ

29/10/2022 at 6:13 PM

ଚଣ୍ଡିଖୋଲ, ୨୯/୧୦: ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ । NH ୧୬ ବଡ଼ଚଣା ଓଭରବ୍ରିଜ ନିକଟରେ ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ବଡ଼ଚଣା ବାଉଁଶପୁଟ ଅଂଚଳର ଦିପୁ ଦେଉରୀ ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ ଦିପୁ ଜାତୀୟ ରାଜପଥ ବଡ଼ଚଣା ଓଭରବ୍ରିଜରେ ଚାଲିଚାଲି ଯାଉଥିବା ସମୟରେ ଅଜଣା ଗାଡିଟି ତାଙ୍କୁ ଧକ୍କା ଦେଇଥିଲା । ଯାହା ଫଳରେ ଘଟଣା ସ୍ଥଳରେ ହିଁ ଯୁବକଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ବଡ଼ଚଣା ପୋଲିସ ପହଂଚି ଘଟଣାର ଅଧିକ ତଦନ୍ତ ଚଳାଇଛି ।

   Related Posts