oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା : ଦାଦା ମୃତ, ପୁତୁରା ଗୁରୁତର

10/08/2021 at 5:35 PM

ତେଲକୋଇ ୧୦।୮: ବାଇକ୍ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର । ମୃତକ ହେଲେ ନିପିଣ୍ଡା ଗାଁର ସୁକୁମନି ନାୟକ । ନିଜ ପୁତୁରା ସାଙ୍ଗରେ ଝିଆରୀ ଘର ଛାମୁଣ୍ଡା ପଞ୍ଚାୟତର ଶିରିଆବାହାଳ ଗାଁକୁ ଯାଉଥିବା ବେଳେ ବେଣା ଛକଠାରେ ଅପରପାର୍ଶ୍ବରୁ ଆସୁଥିବା ଆଉ ଏକ ବାଇକ୍ ମୁହାଁମୁହିଁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ସୁକୁମନିଙ୍କର ମୃତ୍ୟୁ ଘଟିଥିଲା । ସୁକୁମନୀଙ୍କ ପୁତୁରା ଶୁବଳ ନାୟକ ଗୁରୁତର ଆହାତ ହୋଇଥିଲେ । ଉଭୟଙ୍କୁ ତେଲକୋଇ  ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଡାକ୍ତର ସୁକୁମନୀଙ୍କୁ ମୃତ ଘୋଷଣା କରିଛନ୍ତି । ଦୁର୍ଘଟଣା ଘଟାଇଥିବା ବାଇକ୍ ଚାଳକ ଫେରାର ହୋଇଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

   Related Posts