oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏକ୍‌ଜିଟ୍ ପୋଲର ଆକଳନ, ଇଟାଲୀର ପ୍ରଧାନମନ୍ତ୍ରୀ ହେବେ ମେଲୋନୀ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍
  • ||
  • ସାଲେପୁର: ବିଳମ୍ୱିତ ରାତିରେ ମାତିଲେ ଲୁଟେରା, ମନ୍ଦିରରୁ ଲୁଟିନେଲେ ୩ କୋଟିର ଅଷ୍ଟଧାତୁ ମୂର୍ତ୍ତି
  • ||
  • ଯାଜପୁର: ଗଡିବ ମା’ ବିରଜାଙ୍କ ସିଂହଧ୍ଵଜ ରଥ, ୯ ଦିନ ଧରି ଭକ୍ତଙ୍କୁ ଦର୍ଶନ ଦେବେ ଦେବୀ
  • ||
  • ହିମାଚଳ ପ୍ରଦେଶର କୁଲୁରେ ମର୍ମନ୍ତୁଦ ଦୁର୍ଘଟଣା, ୭ ପର୍ଯ୍ୟଟକ ମୃତ
  • ||
  • ସୋମବାରଠୁ ନବରାତ୍ର ପୂଜା, ମାଆଙ୍କ ଷୋଡ଼ଶ ପୂଜାପାଠରେ କମ୍ପୁଛି ଶକ୍ତିପୀଠ
  • ||
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

୨ଟି ଟ୍ରକ୍ ମୁହାଁମୁହିଁ ଧକ୍କା : ଜଣେ ମୃତ, ଜଣେ ଗୁରୁତର

16/12/2020 at 10:03 AM

ଜୟପୁର ୧୬।୧୨: ଦୁଇଟି ଟ୍ରକ୍ ମୁହଁମୁହିଁ ଧକ୍କା । ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର । ପଟ୍ଟାଙ୍ଗୀ ନିକଟସ୍ଥ ସିପାଇପୁଟଠାରେ ଦୁର୍ଘଟଣା ଘଟିଛି ।

ସୂଚନାଯୋଗ୍ୟ ଯେ, ୨୬ ନଂ ଜାତୀୟ ରାଜପଥ ପଟ୍ଟାଙ୍ଗୀ ନିକଟସ୍ଥ ସିପାଇପୁଟଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts