LIFESTYLE
suno sunao
Aao Nxt
LIFESTYLE_728X90_B
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ଟ୍ରକ୍-ବାଇକ୍ ଧକ୍କା : ଜଣେ ମୃତ, ଜଣେ ଗୁରୁତର

28/03/2023 at 6:11 PM

କୁଚିଣ୍ଡା ୨୮।୩: ସମ୍ବଲପୁର ଜିଲ୍ଲା ଜମନକିରା ଥାନା ୫୩ ନମ୍ବର ଜାତୀୟ ରାଜପଥର ବଡ଼ରମା ବନଦୁର୍ଗା ମନ୍ଦିର ନିକଟରେ ଦୁର୍ଘଟଣା । ଟ୍ରକ୍ ସହ ବାଇକ୍ ଧକ୍କା ହୋଇଛି । ଫଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଛି l ଅନ୍ୟ ଜଣେ ଗୁରୁତର ହୋଇଛନ୍ତି l ମୃତକ ହେଲେ ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲି ଥାନା କରେଇପୁଟ ଗାଁର ନରେଶ କୁମାର ପ୍ରଧାନ l

   Related Posts