ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍ : ଜଣେ ମୃତ, ୨ ଗୁରୁତର

Published By : Prameya-News7 Bureau | July 07, 2022 IST

ଅନୁଗୋଳ ୭: ଅନୁଗୋଳ କୁଇଓ ପେଟ୍ରୋଲ ପମ୍ପ୍ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍। ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ମୃତକ ହେଲେ ଅନନ୍ତବେରିଣୀ ଗାଁର ସଚିନ ନାୟକ। ଗୁରୁତର ଦୁଇ ଜଣଙ୍କୁ ଅନୁଗୋଳ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ସେମାନଙ୍କର ଅବସ୍ଥା ସଙ୍କଟାପନ୍ନ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.