ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ, ୧୬୦ ଛୁଇଁଲା ମୋଟ ସଂକ୍ରମିତଙ୍କ ସଂଖ୍ୟା
3/05/2020 at 8:07 AM

ଭୁବନେଶ୍ୱର ୦୩।୦୫: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ପୁଣି ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୫୯ରୁ ୧୬୦କୁ ବୃଦ୍ଧି ପାଇଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ୱେବସାଇଟ୍ରୁ ସୂଚନା ମିଳିଛି ।


Related Posts
ଟ୍ରକକୁ ପଛ ପଟୁ ପିଟିଲା ୧୦୮ ଆମ୍ବୁଲାନ୍ସ, ୩ ଆହତ
5 February 2023