AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ପରଭେଜ୍ ମୁଶାରଫ୍, ଚିକିତ୍ସାଧୀନ ଅବସ୍ଥାରେ ଦୁବାଇରେ ଦେହାନ୍ତ
  • ||
  • ବ୍ରହ୍ମପୁର : ଅବକାରୀ ଗୁଇନ୍ଦା ବିଭାଗକୁ ସଫଳତା, ୨୪୦ କିଲୋ ଗଞ୍ଜେଇ ଜବତ
  • ||

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ, ୧୬୦ ଛୁଇଁଲା ମୋଟ ସଂକ୍ରମିତଙ୍କ ସଂଖ୍ୟା

3/05/2020 at 8:07 AM

ଭୁବନେଶ୍ୱର ୦୩।୦୫: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ପୁଣି ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୫୯ରୁ ୧୬୦କୁ ବୃଦ୍ଧି ପାଇଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ୱେବସାଇଟ୍‌ରୁ ସୂଚନା ମିଳିଛି ।

   Related Posts