ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||
  • ବ୍ରହ୍ମପୁରରେ ପୁଣି ରାଗିଂ ଅଭିଯୋଗ, ଘରୋଇ ସ୍କୁଲରେ ଜୁନିୟରଙ୍କୁ ପିଟିଲେ ସିନିୟର
  • ||
  • ଭୁବନେଶ୍ୱର: ଗୁମର ଖୋଲିଛି ଶ୍ରଦ୍ଧାଞ୍ଜଳୀ, ଇଡି ହାତରେ ଲାଗିଛି ବିସ୍ଫୋରକ ତଥ୍ୟ
  • ||
  • ଚାନ୍ଦବାଲି: କଇଥଖୋଲା ବଜାରରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ଦୋକାନ
  • ||

ଅଜଣା ଗାଡି ଧକ୍କାରେ ପ୍ରାଣ ହରାଇଲେ ବୃଦ୍ଧା, ପୋଲିସର ବୁଝାସୁଝା ପରେ କ୍ଷତିପୂରଣ ଦାବିରେ ଚାଲିଥିବା ରାସ୍ତାରୋକ ହଟିଲା

22/12/2019 at 8:20 PM

ବେତନଟୀ  ୨୨।୧୨: ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ମୟୁରଭଞ୍ଜ ଜିଲ୍ଲା ଦେଇ ଯାଇଥିବା ୧୮ନମ୍ବର ଜାତୀୟ ରାଜପଥ ତାରାକୋଟି ନିକଟରେ ଦୁର୍ଘଟଣା ଘଟିଛି । ମୃତକ ତାରାକୋଟି ଗାଁର ସୁଦର୍ଶନ ମହାକୁଡ଼ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ସୁଦର୍ଶନ ଜାତୀୟ ରାଜପଥ ଅତିକ୍ରମ କରୁଥିବା ସମୟରେ ଅଜଣା ଗାଡି ଧକ୍କାରେ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ  କ୍ଷତି ପୁରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ବାରା ଜାତୀୟ ରାଜପଥ ଅବରୋଧ କରାଯାଇଛି। ଘଟଣାସ୍ଥଳରେ ବେତନଟୀ ପୋଲିସ ପହଞ୍ଚି ବୁଝାସୁଝା କରିବା ପରେ ରାଜପଥ ଅବରୋଧରୁ ଓହରିଛନ୍ତି ଉତ୍ତ୍ୟକ୍ତଲୋକ  ।

   Related Posts