ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ଆଉ ଏକ ଲଘୁଚାପ ! ୮ରୁ ବର୍ଷା ସମ୍ଭାବନା
  • ||
  • ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର
  • ||

କାର-ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ

29/12/2019 at 8:35 PM

ଢେଙ୍କାନାଳ ୨୯।୧୨: ସଡକ ଦୁର୍ଘଟଣାରେ ଜଣେ ମୃତ । ଢେଙ୍କାନାଳ ପରଜଙ୍ଗ ଥାନା ଦଦରା ଘାଟି ନିକଟରେ କାର୍‌-ବାଇକ ମଧ୍ୟରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତି ନିକଟସ୍ଥ ଗାଁର ବୋଲି ଜଣାପଡିଛି । ତେବେ ମୃତକଙ୍କ ପରିଚୟ ଜଣାପଡିନାହିଁ ।

   Related Posts