ବଜ୍ରାଘାତରେ ଜଣଙ୍କ ମୃତ୍ୟୁ
5/05/2020 at 10:32 PM

ବ୍ରହ୍ମପୁର୫/୫: ବ୍ରହ୍ମପୁର ଟାଟା କଲୋନୀ ଅଞ୍ଚଳରେ ବଜ୍ରାଘାତରେ ଜଣଙ୍କର ମୃତ୍ୟୁ । ମୃତକ ଜଣକ ହେଉଛନ୍ତି ସୁବାଷ ଚନ୍ଦ୍ର ସାହୁ । ବୟସ ୬୮ ବର୍ଷ ବୋଲି ଜଣାପଡିଛି। ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ମେଡିକାଲ କୁ ସ୍ଥାନାନ୍ତରିତ କରାଯାଇଥିଲା । ମେଡିକାଲରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
Related Posts
ସ୍ତ୍ରୀ ହତ୍ୟାକାରୀ ସ୍ୱାମୀକୁ ଆଜୀବନ କାରାଦଣ୍ଡ ଦେଲେ ଅଦାଲତ
31 January 2023
ଟ୍ୟୁସନ୍ ଶିକ୍ଷକଙ୍କ ମୃତ୍ୟୁ ଖବର ପାଇ ଆତ୍ମହତ୍ୟା କଲେ ଛାତ୍ରୀ
31 January 2023