oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା : ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ
  • ||

ଅପରେସନ୍ ଗ୍ରୀନ୍ କ୍ଲିନ୍ : ୧୩ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ

10/12/2020 at 9:46 AM

ମୋହନା ୧୦।୧୨: ଗଜପତି ଜିଲ୍ଲାରେ ଅପରେସନ୍ ଗ୍ରୀନ୍ କ୍ଲିନ୍ ଅଭିଯାନ ଜାରି ରହିଛି । ଆର. ଉଦୟଗିରି ଥାନା ଲାଟିଙ୍ଗି ଗାଁ ନିକଟରେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ୬୭ ଏକର ଜମିରେ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ନଷ୍ଟ କରାଯାଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୩ କୋଟି ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି । ଗତ ୩ ସପ୍ତାହ ମଧ୍ୟରେ ଗଜପତି ଜିଲ୍ଲାରେ ପ୍ରାୟ ୨ ଶହ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରାଯାଇଥିବା ଜଣାପଡିଛି ।

   Related Posts