ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡବିଲ: ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକକୁ ଛୁରାମାଡ଼, ଅତର୍କିତ ଆକ୍ରମଣରେ ଆକବର ଗୁରୁତର
  • ||
  • ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ, ଆର୍ଥିକ କାରବାର ନେଇ ହୋଇପାରେ ଜେରା
  • ||

ପ୍ରକାଶ ପାଇଲା ଓସିଏସ ରେଜଲ୍ଟ, ତେଜସ୍ୱିନୀ ବେହେରା ଟପ୍ପର୍

7/10/2022 at 5:17 PM

ଭୁବନେଶ୍ୱର: ଓଡିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୦-୨୧ର ରେଜଲ୍ଟ ପ୍ରକାଶ କରିଛି ଓଡିଶା ଲୋକସେବା ସେବା ଆୟୋଗ । ତେଜସ୍ୱିନୀ ବେହେରା ଓସିଏସ ଟପ୍ପର ହୋଇଛନ୍ତି । ମୋଟ ୩୯୨ ଜଣ ପ୍ରାର୍ଥୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ୨୪୪ ଜଣ ପୁଅ କୃତକାର୍ଯ୍ୟ ହୋଇଥିବା ୧୪୮ ଜଣ ଝିଅ କୃତକାର୍ଯ୍ୟ ହୋଇଛନ୍ତି।

ପ୍ରଥମ ତିନୋଟି ସ୍ଥାନରେ ମହିଳା ପରୀକ୍ଷାର୍ଥୀ ରହିଛନ୍ତି । ଦ୍ୱିତୀୟ ସ୍ଥାନରେ ଶୁଭଙ୍କରୀ ସୁଦେଷ୍ଣା ଦାଶ ରହିଥିବା ବେଳେ ତୃତୀୟ ସ୍ଥାନରେ ସୃଷ୍ଟି ଶତପଥୀ ରହିଛନ୍ତି । ଶୀର୍ଷ ୧୦ ଜଣଙ୍କ ମଧ୍ୟରେ ୭ ଜଣ ଝିଅ ଏବଂ ତିନି ଜଣ ପୁଅ ଅଛନ୍ତି । ଚତୁର୍ଥ ସ୍ଥାନରେ ଦେବବ୍ରତ କର ଥିବା ବେଳେ ପଞ୍ଚମ ସ୍ଥାନରେ ରହିଛନ୍ତି ଦେବବ୍ରତ ମହାରଣା।

   Related Posts