oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ଓଏସ୍ଆର୍‌ଟିସି ପକ୍ଷରୁ ନିଃଶୁଳ୍କ ଟେଲିଫୋନ ସେବା ଆରମ୍ଭ

3/10/2019 at 5:41 PM

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀଙ୍କ ୫ “ଟି’ ମନ୍ତ୍ରର ଗୁରୁତ୍ୱ ଉପଲବ୍ଧି କରି ଅଧିକ ସ୍ୱଚ୍ଛତା ରକ୍ଷା ସହ ଯାତ୍ରୀମାନଙ୍କ ସମସ୍ୟା ସମାଧାନ ନିମନ୍ତେ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଏକ ନିଃଶୁଳ୍କ ଟେଲିଫୋନ ସେବା ଆରମ୍ଭ କରିଛି ।
ଟେଲିଫୋନରେ ଯାତ୍ରୀମାନେ ନିଗମ ଦ୍ୱାରା ପରିଚଳିତ ବସଗୁଡ଼ିକ ସଂପର୍କରେ ତଥ୍ୟ ପାଇବା ସହିତ ମତାମତ ତଥା ସମସ୍ୟା ଉପସ୍ଥାପନ କରି ସମାଧାନର ମାର୍ଗ ପାଇପାରିବ ।

ଯାତ୍ରୀମାନଙ୍କ ସୁବିଧା ପାଇଁ ଏହି ଟେଲିଫୋନଟି ନିଗମ କାର୍ଯ୍ୟାଳୟଠାରେ ଦିବାରାତ୍ରି ୨୪ ଘଣ୍ଟା କାର୍ଯ୍ୟ କରିବା ଯାତ୍ରୀମାନଙ୍କଠାରୁ ପ୍ରାପ୍ତ ମତାମତକୁ ଗୁରୁତ୍ୱ ଦେଇ ନିଗମ ମଧ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ବୋଲି ଓଆର୍‌ସିଟିସି ପକ୍ଷରୁ ସୂଚନା ଦିଆଯାଇଛି ।
ନିଃଶୁଳ୍କ ଟେଲିଫୋନ ନମ୍ବରଟି ହେଉଛି ୧୮୦୦-୩୪୫-୧୧୨୨ । 1800-345-1122

   Related Posts