ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ, ଓ୍ବେବ୍‌ସାଇଟ୍‌ରେ ରେଜଲ୍ଟ ଉପଲବ୍ଧ

Published By : Prameya-News7 Bureau | June 19, 2024 IST

କଟକ ୧୯।୬: ପ୍ରକାଶ ପାଇଲା ଓଡିଶା ସିନିୟର ସେକେଣ୍ଡାରୀ ଟିଚର ଇଲିଜିବିଲିଟି ଟେଷ୍ଟ (OSSTET) ପରୀକ୍ଷା ଫଳ । ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି । ବୋର୍ଡ ଓ୍ବେବ୍‌ସାଇଟ୍ www.bseodisha.ac.inରେ ରେଜଲ୍ଟ ଉପଲବ୍ଧ ।

କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀ ଓ୍ବେବ୍‌ସାଇଟରୁ ଡିଜିଟାଲ ସାର୍ଟିଫିକେଟ୍ ପାଇପାରିବେ । ନିଜ ରୋଲ୍ ନମ୍ବର ସହ ଜନ୍ମ ତାରିଖ କିମ୍ବା ରେଜିଷ୍ଟ୍ରର ଥିବା ମୋବାଇଲ ନମ୍ବର ଦେଇ ପରୀକ୍ଷାର୍ଥୀ ରେଜଲ୍ଟ ଡାଉନଲୋଡ୍ କରିପାରିବେ ।

You Can Read :

ସତୀଶ ଚନ୍ଦ୍ର ସାମଲ ହେଲେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ, ବିନୋଦ ବିହାରୀ ସିଂହଙ୍କୁ ସିଏମ୍‌ଓରେ ନିଯୁକ୍ତି

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.