OTET ପ୍ରଶ୍ନପତ୍ର ଲିକ୍ ଚର୍ଚ୍ଚା : ଭାଇରାଲ୍ ପ୍ରଶ୍ନପତ୍ରରେ କୌଣସି ସତ୍ୟତା ନାହିଁ କହିଲେ ବୋର୍ଡ ସଭାପତି
30/06/2023 at 4:58 PM

କଟକ ୩୦।୬: ଓଟିଇଟି ପରୀକ୍ଷା ପ୍ରଶ୍ନ ଲିକ୍ ହୋଇଥିବା ନେଇ ଯେଉଁ ଚର୍ଚ୍ଚା ହେଉଛି, ତାହାକୁ ଅମୂଳକ ବୋଲି କହିଛନ୍ତି ବୋର୍ଡ କର୍ତ୍ତୃପକ୍ଷ । ସୋସିଆଲ ମିଡିଆରେ ଘୁରି ବୁଲୁଥିବା ପ୍ରଶ୍ନପତ୍ରରେ କୌଣସି ସତ୍ୟତା ନାହିଁ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ରାମାଶିଷ ହାଜରା କହିଛନ୍ତି । ତେବେ ଦଶମ ଶ୍ରେଣୀ ପାଠ୍ୟ ପୁସ୍ତକରେ କିଛିଟା ତ୍ରୁଟି ଥିବା ନେଇ ଅଭିଯୋଗ ହୋଇଛି । କିନ୍ତୁ ମାଧ୍ୟମିକ ଶିକ୍ଷା ପରିଷଦ ନିକଟରେ ସେନେଇ କୌଣସି ସୂଚନା ନାହିଁ ବୋଲି ବୋର୍ଡ ସଭାପତି କହିଛନ୍ତି ।
You Can Read :
Related Posts
ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ ଛାତ୍ରଛାତ୍ରୀଙ୍କର କୃତିତ୍ୱ
4 December 2023
ମଦ ପିଇବାକୁ ଟଙ୍କା ମାଗୁଥିଲା ସ୍ୱାମୀ, ହାଣିଦେଲା ସ୍ତ୍ରୀ
4 December 2023