ଭୁବନେଶ୍ବର ୧୧।୧୧: ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର ସମ୍ମାନ ସୂଚକ ସହାୟକ ରାଶି ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ । ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ ।
ତେବେ ଶୁଣନ୍ତୁ କ’ଣ କହୁଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ..
You Can Read:
ପଞ୍ଚୁକରେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ନେଇ ଗୁରୁତ୍ବ, ସମୁଦ୍ର କୂଳରେ ଲାଗିବ ଲାଇଫ୍ ବେଲୁନ