Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ପଦ୍ମପୁର ଉପନିର୍ବାଚନ, ସୋମବାର ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ

14/11/2022 at 7:53 AM

ପଦ୍ମପୁର ୧୪।୧୧ : ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଜି ନାମାଙ୍କନ ପତ୍ର ଦାଖଲ କରିବେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ଦଳର ଅନ୍ୟ ବରିଷ୍ଠ ନେତାଙ୍କ ସହ ଯାଇ ପ୍ରାର୍ଥିପତ୍ର ଦାଖଲ କରିବେ ପ୍ରଦୀପ ପୁରୋହିତ।

ଖବର ଅନୁଯାୟୀ, ରବିବାର ନୃସିଂହନାଥ ମନ୍ଦିରରେ ପୂଜା କରି ପ୍ରଚାର କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି ପ୍ରଦୀପ ପୁରୋହିତ। ଏଥିସହିତ ପାଇକମାଳରେ ବିଜେପି କାର୍ଯ୍ୟାଳୟର ଉଦଘାଟନ ହୋଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଦ୍ମପୁର ପହଞ୍ଚି ଦଳର ନେତାମାନଙ୍କ ସହ ବିଚାର ବିମର୍ଶ କରିବେ। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର , ରାଜ୍ୟସଭାପତି, ସଙ୍ଗଠନ ମହାମନ୍ତ୍ରୀ, ଓ ଦଳର ପଶ୍ଚିମ ଓଡିଶାର ସବୁ ସାଂସଦ ଓ ବିଧାୟକ ମାନଙ୍କ ବୈଠକରେ ସ୍ଥିର ହେବ ଅସଲ ରଣନୀତି।

   Related Posts