AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଲବାଣୀ: ଗୋଛାପଡା ପୋଲିସକୁ ସଫଳତା, କ୍ୱିଣ୍ଟାଲରୁ ଅଧିକ ଗଂଜେଇ ଜବତ
  • ||
  • ଭୁବନେଶ୍ୱର: ରାଜଧାନୀରେ କଙ୍ଗାରୁକୋର୍ଟ, ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼
  • ||
  • ପ୍ରକାଶ ପାଇଲା ଜେଇଇ (ମେନ୍‌) ସେସନ-୧ ରେଜଲ୍ଟ, ଓ୍ୱେବସାଇଟ୍‌ରେ ଦେଖିପାରିବେ ଛାତ୍ରଛାତ୍ରୀ
  • ||
  • ଫେବୃୟାରୀରେ ଅଧିକ ରହିବ ତାପମାତ୍ରା, ଜଳବାୟୁ ଶୁଷ୍କ ଥିବାରୁ ଜଙ୍ଗଲରେ ଲାଗୁଛି ନିଆଁ
  • ||

ପଦ୍ମପୁର ଉପନିର୍ବାଚନ ଅପଡେଟ୍‌ : ୨୦ ରାଉଣ୍ଡ ସୁଦ୍ଧା ବର୍ଷା ୩୫ ହଜାରରୁ ଅଧିକ ଭୋଟରେ ଆଗୁଆ

8/12/2022 at 2:59 PM

ଭୁବନେଶ୍ୱର ୦୮।୧୨ : ଚାଲିଛି ଭୋଟ ଗଣତି । ଟ୍ରେଣ୍ଡରେ ଆଗକୁ ବଢୁଛି ବିଜୁ ଜନତା ଦଳ। ବର୍ତ୍ତମାନ ସୁଦ୍ଧା ୨୦ ରାଉଣ୍ଡର ଭୋଟ ଗଣତି ଶେଷ ହୋଇଥିବା ବେଳେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରୁହା ଆଗରେ ଅଛନ୍ତି। ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ପଛରେ ଚାଲିଛନ୍ତି ।

୨୦ ତମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୧୦୪,୧୮୩ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ୬୮, ୮୮୭ ଖଣ୍ଡ ଭୋଟ ପାଇଛନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ୩୨୧୦ ଖଣ୍ଡ ଭୋଟ ପାଇଥିବା ବେଳେ ଅନ୍ୟାନ୍ୟ ୨୬୦୫ ଖଣ୍ଡ ଭୋଟ ପାଇଛନ୍ତି ।

୨୦ ତମ ରାଉଣ୍ଡ :

ବିଜେଡି : ୫୨୬୬
ବିଜେପି : ୩୫୬୬
କଂଗ୍ରେସ : ୧୫୧
ବିଜେଡି ମୋଟ ୩୫, ୨୯୬ ଭୋଟରେ ଆଗୁଆ

ସୂଚନାଯୋଗ୍ୟ ଯେ, ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା, ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ, କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ସମେତ ୧୦ଜଣଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ମୋଟ ୧୪ଟି ଟେବୁଲ୍‌ରେ ୨୩ ରାଉଣ୍ଡ ଗଣନା ପରେ ଫଳାପଳା ଘୋଷଣା କରାଯିବ । ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି ।

   Related Posts