AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁମ୍ୱାଇ: ଗୁଲମର୍ଗ ସ୍କିଂ ରିସର୍ଟରେ ହିମସ୍ଖଳନ, ଫସିଲେ ଅନେକ ବିଦେଶୀ ଟୁରିଷ୍ଟ
  • ||
  • ନବ ଦାସ ହତ୍ୟା ମାମଲା, ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍‌ ଜେ.ପି ଦାସ କରିବେ ତଦନ୍ତର ତଦାରଖ
  • ||
  • ଭୁବନେଶ୍ୱର: ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଟ୍ୱିନସିଟିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ବଜେଟ୍: ସୁନା-ରୁପା, ସିଗାରେଟ୍ ମହଙ୍ଗା, ଶସ୍ତା ହେଲା ଟିଭି ଉପକରଣ ଓ ସାଇକେଲ୍, ଖେଳନା
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ବଜେଟ୍‌ ଫୋକସ୍; ୨୦୪୭ ସୁଦ୍ଧା ଦୂର ହେବ ଏମିନିଆ, ଗ୍ରୀନ୍ ହାଇଡ୍ରୋଜେନ୍ ମିଶନ ଲକ୍ଷ୍ୟ
  • ||
  • ଢେଙ୍କାନାଳ: ରାସ୍ତାରେ ଓଲଟିପଡ଼ିଲା ଯାତ୍ରୀବାହୀ ଅଟୋ, ୯ ଆହତ
  • ||

ପଦ୍ମପୁର ଉପନିର୍ବାଚନ ଅପଡେଟ୍‌ : ଅଷ୍ଟମ ରାଉଣ୍ଡ ସୁଦ୍ଧା ଆଗରେ ଚାଲିଛି ବିଜେଡି

8/12/2022 at 11:59 AM

ଭୁବନେଶ୍ୱର ୦୮।୧୨ : ଚାଲିଛି ଭୋଟ ଗଣତି । ଧୀରେ ଧୀରେ ଟ୍ରେଣ୍ଡରେ ଆଗକୁ ବଢୁଛି ବିଜୁ ଜନତା ଦଳ। ବର୍ତ୍ତମାନ ସୁଦ୍ଧା ୮ଟି ରାଉଣ୍ଡର ଭୋଟ ଗଣତି ଶେଷ ହୋଇଥିବା ବେଳେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରୁହା ଆଗରେ ଅଛନ୍ତି । ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ପଛରେ ଚାଲିଛନ୍ତି ।

୮ମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୪୩୬୯୧ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ୨୮୧୫୦ ଖଣ୍ଡ ଭୋଟ ପାଇଛନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ୧୬୩୪ ଖଣ୍ଡ ଭୋଟ ପାଇଥିବା ବେଳେ ଅନ୍ୟାନ୍ୟ ୧୨୭୨ ଖଣ୍ଡ ଭୋଟ ପାଇଛନ୍ତି ।

୮ମ ରାଉଣ୍ଡ :

ବିଜେଡି : ୬୦୪୦
ବିଜେପି : ୩୦୪୭
କଂଗ୍ରେସ : ୫୦୩
ବିଜେଡି ମୋଟ ୧୫,୫୪୧ ଭୋଟରେ ଆଗୁଆ

ସୂଚନାଯୋଗ୍ୟ ଯେ, ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା, ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ, କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ସମେତ ୧୦ଜଣଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ମୋଟ ୧୪ଟି ଟେବୁଲ୍‌ରେ ୨୩ ରାଉଣ୍ଡ ଗଣନା ପରେ ଫଳାପଳା ଘୋଷଣା କରାଯିବ । ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି ।

   Related Posts