AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡାରେ କ୍ରାଇମବ୍ରାଞ୍ଚ ତନାଘନା, ଗୁଳିମାଡ଼ ସ୍ଥାନରେ ମେଟାଲ ଡିଟେକ୍ଟର ଯାଞ୍ଚ
  • ||
  • କଟକ: ସବ ରେଜିଷ୍ଟ୍ରାର ଅଫିସରେ ଅଗ୍ନିକାଣ୍ଡ, ରେକର୍ଡ ରୁମ୍‌ରେ ଲାଗିଲା ନିଆଁ
  • ||
  • ଭୁବନେଶ୍ୱର: ଜେଲ୍‌ରେ ପରୀକ୍ଷା ଦେବେ ଅର୍ଚ୍ଚନା, ଅନୁମତି ଦେଇଥିଲେ କୋର୍ଟ
  • ||

ପଦ୍ମପୁର ଉପନିର୍ବାଚନ ଅପଡେଟ୍‌ : ନବମ ରାଉଣ୍ଡ ସୁଦ୍ଧା ଆଗରେ ଚାଲିଛି ବିଜେଡି, ପଛରେ ଚାଲିଛି ବିଜେପି

8/12/2022 at 12:06 PM

ଭୁବନେଶ୍ୱର ୦୮।୧୨ : ଚାଲିଛି ଭୋଟ ଗଣତି । ଧୀରେ ଧୀରେ ଟ୍ରେଣ୍ଡରେ ଆଗକୁ ବଢୁଛି ବିଜୁ ଜନତା ଦଳ। ବର୍ତ୍ତମାନ ସୁଦ୍ଧା ୯ଟି ରାଉଣ୍ଡର ଭୋଟ ଗଣତି ଶେଷ ହୋଇଥିବା ବେଳେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରୁହା ଆଗରେ ଅଛନ୍ତି । ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ପଛରେ ଚାଲିଛନ୍ତି ।

୯ମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୪୮୫୮୮ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ୩୧୧୪୩ ଖଣ୍ଡ ଭୋଟ ପାଇଛନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ୧୭୯୬ ଖଣ୍ଡ ଭୋଟ ପାଇଥିବା ବେଳେ ଅନ୍ୟାନ୍ୟ ୧୩୮୫ ଖଣ୍ଡ ଭୋଟ ପାଇଛନ୍ତି ।

୯ମ ରାଉଣ୍ଡ :

ବିଜେଡି : ୪୮୯୭
ବିଜେପି : ୨୯୯୩
କଂଗ୍ରେସ : ୧୬୨
ବିଜେଡି ମୋଟ ୧୭,୪୪୫ ଭୋଟରେ ଆଗୁଆ

ସୂଚନାଯୋଗ୍ୟ ଯେ, ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା, ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ, କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ସମେତ ୧୦ଜଣଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ମୋଟ ୧୪ଟି ଟେବୁଲ୍‌ରେ ୨୩ ରାଉଣ୍ଡ ଗଣନା ପରେ ଫଳାପଳା ଘୋଷଣା କରାଯିବ । ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି ।

   Related Posts