scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ପଦ୍ମପୁର ଉପନିର୍ବାଚନ ଅପଡେଟ୍‌ : ୧୦ମ ରାଉଣ୍ଡ ସୁଦ୍ଧା ଆଗରେ ଚାଲିଛି ବିଜେଡି

8/12/2022 at 12:28 PM

ଭୁବନେଶ୍ୱର ୦୮।୧୨ : ଚାଲିଛି ଭୋଟ ଗଣତି । ଧୀରେ ଧୀରେ ଟ୍ରେଣ୍ଡରେ ଆଗକୁ ବଢୁଛି ବିଜୁ ଜନତା ଦଳ। ବର୍ତ୍ତମାନ ସୁଦ୍ଧା ୧୦ମ ରାଉଣ୍ଡର ଭୋଟ ଗଣତି ଶେଷ ହୋଇଥିବା ବେଳେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରୁହା ଆଗରେ ଅଛନ୍ତି। ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ପଛରେ ଚାଲିଛନ୍ତି ।

୧୦ମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୫୪୧୭୩ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ୩୪୭୪୮ ଖଣ୍ଡ ଭୋଟ ପାଇଛନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ୧୯୯୨ ଖଣ୍ଡ ଭୋଟ ପାଇଥିବା ବେଳେ ଅନ୍ୟାନ୍ୟ ୧୩୮୫ ଖଣ୍ଡ ଭୋଟ ପାଇଛନ୍ତି ।

୧୦ମ ରାଉଣ୍ଡ :

ବିଜେଡି : ୫୫୮୫
ବିଜେପି : ୩୬୦୫
କଂଗ୍ରେସ : ୧୯୬
ବିଜେଡି ମୋଟ ୧୯,୪୨୫ ଭୋଟରେ ଆଗୁଆ

ସୂଚନାଯୋଗ୍ୟ ଯେ, ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା, ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ, କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ସମେତ ୧୦ଜଣଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ମୋଟ ୧୪ଟି ଟେବୁଲ୍‌ରେ ୨୩ ରାଉଣ୍ଡ ଗଣନା ପରେ ଫଳାପଳା ଘୋଷଣା କରାଯିବ । ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି ।

   Related Posts