AKK 2023
MONGINIS 728X90
Hari omm 2
AKK2023
hari om films
WEB_F-8
MONGINIS 728X90
Showcase2022
HARI-OMM_728X90_B
WEB_F-9
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଓଡ଼ିଶା ଆସିବେ ଅମିତ୍ ଶାହା, ବୁଥ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବେ
  • ||
  • ଭୁବନେଶ୍ୱର: କମୁଛି ଶୀତ, ବଢୁଛି ତାତି: ଟ୍ୱିନସିଟିରେ ପାରଦ ଉପରମୁହାଁ
  • ||

ଆଗେଇ ଚାଲିଛି ବିଜେଡି, ୧୩ ରାଉଣ୍ଡ ସୁଦ୍ଧା ବର୍ଷା ୨୪ହଜାରରୁ ଅଧିକ ଭୋଟରେ ଆଗୁଆ

8/12/2022 at 1:21 PM

ଭୁବନେଶ୍ୱର ୦୮।୧୨ : ଚାଲିଛି ଭୋଟ ଗଣତି । ଧୀରେ ଧୀରେ ଟ୍ରେଣ୍ଡରେ ଆଗକୁ ବଢୁଛି ବିଜୁ ଜନତା ଦଳ। ବର୍ତ୍ତମାନ ସୁଦ୍ଧା ୧୩ ରାଉଣ୍ଡର ଭୋଟ ଗଣତି ଶେଷ ହୋଇଥିବା ବେଳେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରୁହା ଆଗରେ ଅଛନ୍ତି। ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ପଛରେ ଚାଲିଛନ୍ତି ।

୧୩ ତମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୬୯୨୫୦ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ୪୫୧୯୨ ଖଣ୍ଡ ଭୋଟ ପାଇଛନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ୨୩୦୪ ଖଣ୍ଡ ଭୋଟ ପାଇଥିବା ବେଳେ ଅନ୍ୟାନ୍ୟ ୨୦୧୧ ଖଣ୍ଡ ଭୋଟ ପାଇଛନ୍ତି ।

୧୩ ତମ ରାଉଣ୍ଡ :

ବିଜେଡି : ୫୧୭୧
ବିଜେପି : ୩୦୩୨
କଂଗ୍ରେସ : ୧୦୭
ବିଜେଡି ମୋଟ ୨୪,୦୫୮ ଭୋଟରେ ଆଗୁଆ

ସୂଚନାଯୋଗ୍ୟ ଯେ, ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା, ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ, କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ସମେତ ୧୦ଜଣଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ମୋଟ ୧୪ଟି ଟେବୁଲ୍‌ରେ ୨୩ ରାଉଣ୍ଡ ଗଣନା ପରେ ଫଳାପଳା ଘୋଷଣା କରାଯିବ । ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି ।

   Related Posts