Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ସୁସ୍ଥ ହୋଇ କୋରାପୁଟ ଫେରିଲେ ପଦ୍ମଶ୍ରୀ କମଳା ପୂଜାରୀ

30/08/2022 at 1:04 PM

କୋରାପୁଟ ୩୦।୮: ସୁସ୍ଥ ହୋଇ କୋରାପୁଟରେ ପହଞ୍ଚିଲେ ପଦ୍ମଶ୍ରୀ କମଳା ପୂଜାରୀ  । କଟକ ବଡ ମେଡିକାଲରରୁ ସ୍ଵତନ୍ତ୍ର ଆମ୍ବୁଲାନ୍ସ ଯୋଗେ ସେ କୋରାପୁଟରେ ପହଞ୍ଚିଛନ୍ତି  । କୋରାପୁଟ ଓଏମପି ଛକରେ କୋରାପୁଟ ୟୁଥ୍ ପକ୍ଷରୁ ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ସେ ତାଙ୍କର ସମସ୍ତ ଶୁଭ ଚିନ୍ତକଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି ଏବଂ ଘରକୁ ଫେରୁଥିବାରୁ ଖୁସି ଅନୁଭବ କରୁଛନ୍ତି ବୋଲି ପଦ୍ମଶ୍ରୀ କମଳା ପୂଜାରୀ କହିଛନ୍ତି ।

ପଦ୍ମଶ୍ରୀ କମଳା ପୂଜାରୀ ସୁସ୍ଥ ହେବା ନେଇ ସୋମବାର କଟକ ବଡ ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଥିଲା । ତେବେ କିଡନୀରେ ସମସ୍ୟା ଓ ଶାରୀରିକ ଅସୁସ୍ଥତା ଯୋଗୁଁ ପ୍ରଥମେ ସେ ଜୟପୁର ଓ ପରେ କଟକ ଏସସିବିକୁ ସ୍ଥାନାନ୍ତର ହୋଇଥିଲେ । ଗତ ବୁଧବାରଠାରୁ କଟକ ଏସସିବିରେ ସେ ଚିକିତ୍ସିତ ହେଉଥିଲେ ।୧୧ ଜଣିଆ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ । ଏଣିକି ପ୍ରତି ୩ ମାସରେ କଟକ ଏସସିବିରେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ ।

   Related Posts