NAC ଓ ହସ୍ପିଟାଲକୁ CHC ଦାବିରେ ୪୮ ଘଣ୍ଟିଆ ପାଇକମାଳ ବନ୍ଦ ଡାକରା

Published By : Prameya-News7 Bureau | November 17, 2022 IST

ପାଇକମାଳ ୧୭/୧୧: ୪୮ ଘଣ୍ଟିଆ ପାଇକମାଳ ବନ୍ଦ । ପାଇକମାଳକୁ NAC ଦାବି ଓ ପାଇକମାଳ ହସ୍ପିଟାଲକୁ CHC କରିବା ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି ।

ତାଙ୍କର ଏହି ଦାବି ଯଦି ନ ପୂରଣ ନହୁଏ ତେବେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରାଯିବ । ଏମିତି ଚେତାବନୀ ଦେଇଛନ୍ତି ବିକ୍ଷୋଭକାରୀ । ପୂର୍ବରୁ ଦୁଇଦିନ ହେବ ଧାରଣାରେ ବସିଥିଲେ ପାଇକମାଳର ଜନ ସାଧାରଣ । ତେବେ କେହି ନଶୁଣିବାରୁ ଆଜି ଏହି ବନ୍ଦ ଡାକରା ଦିଆଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.