Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ଭିଏଲସି ମିଡିଆ ପ୍ଲେୟାର ବ୍ୟାନ୍, ଓ୍ୱେବସାଇଟରେ ଆସୁଛି ଆଇଟି ଆକ୍ଟ ମେସେଜ୍
  • ||
  • ୨୪ ଘଣ୍ଟାରେ ଘନୀଭୂତ ହେବ ଲଘୁଚାପ, ପ୍ରଭାବରେ ଦୁଇଦିନ ପ୍ରବଳ ବର୍ଷିବ
  • ||
  • ରେଳ ଧାରଣାରୁ ମିଳିଲା ମନ୍ତ୍ରୀଙ୍କ ଭଣଜାଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଦେଶରେ ଉପରତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୫୮୧୫ କରୋନା ପଜିଟିଭ୍
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୩ କୋଭିଡ୍ ପଜିଟିଭ୍
  • ||
  • କନ୍ନଡ ଗାୟକ ଶିବମୋଗା ସୁବାନାଙ୍କ ଦେହାନ୍ତ, ୮୩ ବର୍ଷ ବୟସରେ ହୃଦଘାତରେ ପରଲୋକ
  • ||
  • ଲଘୁଚାପ ସକ୍ରିୟ : ଦୁଇ ଦିନ ଯାଏଁ ପ୍ରବଳ ବର୍ଷା, ଫୁଲୁଛି ବିଭିନ୍ନ ନଦୀ
  • ||

ବନ୍ଦ ଘରୁ ପାଞ୍ଚଜଣଙ୍କ ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା !

12/02/2020 at 2:20 PM

ନୂଆଦିଲ୍ଲୀ ୧୨।୦୨: ଘର ଭିତରୁ ପାଞ୍ଚଜଣଙ୍କ ମୃତଦେହ ଉଦ୍ଧାର । ନୂଆଦିଲ୍ଲୀ ଭଜନପୁରା ଅଞ୍ଚଳରେ ଥିବା ଏକ ଘର ଭିତରୁ ପାଞ୍ଚଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ଭଜନପୁର ଅଞ୍ଚଳରେ ଏକ ଘର ଭିତରୁ ଗନ୍ଧ ବାହାରିଥିଲା । ଯାହାକୁ ଦେଖି ସ୍ଥାନୀୟଲୋକ ନିକଟସ୍ଥ ଘରୁକୁ ଯାଇଥିଲେ । ଘର ନିକଟରେ ସ୍ଥାନୀୟଲୋକ ଯିବାରୁ ଘର ଭିତରୁ ଅଧିକ ଗନ୍ଧ ବାହାରିଥିଲା । ଲୋକମାନ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ଘଟଣାସ୍ଥଳରେ ଅଧିକ ତଥ୍ୟ ଅନୁଧ୍ୟାନ ପାଇଁ ସାଇଣ୍ଟିଫିକ୍ ଟିମ୍‌କୁ ଡକାଯାଇଛି । କିଛି ସମୟ ମଧ୍ୟରେ ଫରେନସିକ ଟିମ୍ ପହଞ୍ଚି ଛାନ୍‌ଭିନ୍‌ ମଧ୍ୟ ଆରମ୍ଭ କରିବ । ତେବେ ପୋଲିସ ଘଟଣାସ୍ଥଳରୁ ସମସ୍ତ ମୃତଦେହ ଜବତ କରି ଶବ ବ୍ୟବେଚ୍ଛଦ ପାଇଁ ପଠାଇଛି । ରିପୋର୍ଟ ଆସିବା ପରେ ମୃତ୍ୟୁର ସବିଶେଷ ତଥ୍ୟ ସାମ୍ନାକୁ ଆସିବ ବୋଲି ଜଣାପଡିଛି । ତେବେ ପୋଲିସର ପ୍ରାଥମିକ ତଦନ୍ତ ଏହା ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି ।   

   Related Posts