oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ବଡବିଲ ପୌରାଞ୍ଚଳରେ ବଢୁଛି ସଂକ୍ରମଣ, ପଞ୍ଚବଟୀ ରେସିଡେନ୍ସି ଆପାର୍ଟମେଣ୍ଟ ହେଲା କଣ୍ଟେନମେଣ୍ଟ ଜୋନ୍

8/01/2022 at 10:29 AM

ବଡବିଲ ୮।୧: କେନ୍ଦୁଝର ଜିଲ୍ଲା ବଡବିଲ ପୌରାଞ୍ଚଳରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୧୫ ନମ୍ବର ୱାର୍ଡର ପଞ୍ଚବଟୀ ରେସିଡେନ୍ସି ଆପାର୍ଟମେଣ୍ଟକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା  । ୭ଦିନ ପାଇଁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ଜିଲ୍ଲା ପ୍ରଶାସନ । ଆପାର୍ଟମେଣ୍ଟରେ ୨୦ରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଏଭଳି ପଦକ୍ଷେପ ନିଆଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୬୧୫୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୪୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୫୩୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୦୯ ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୬୧୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୬୬୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୫୯୭୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୦୩୪୪୬୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts